ଆଜି ଭୁବନେଶ୍ୱରରେ ଚିହ୍ନଟ ହେଲେ ଆଉ ୧୧୮ କରୋନା ସଂକ୍ରମିତ

ଭୁବନେଶ୍ୱର, ୨/୮ : ଆଜି ଭୁବନେଶ୍ୱରରୁ ଆଉ ୧୧୮ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ୧୧୮ ସଂକ୍ରମିତଙ୍କ ମଧ୍ୟରୁ ୬୯ ଜଣ କ୍ୱାରେଣ୍ଟାଇନ କେନ୍ଦ୍ରରୁ ରହିଥିବା ବେଳେ ୪୯ ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି । ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ଟ୍ବିଟ କରି ସୂଚନା ଦିଆଯାଇଛି।

Comments are closed.