ଆଜିର ରାଶିଫଳ (ସୋମବାର)

ତା : ୩ / ୮ /୨୦୨୦

ମେଷ : ଆର୍ଥିକ ସ୍ଥିତି ମଜଭୁତ ହେବ। ପାରିବାରିକ ଜୀବନ ସୁଖମୟ ହେବ। ନିଜର କାମ ଯଥା ସମୟରେ ପୂରା କରିନେବେ। ଧର୍ମସ୍ଥାନକୁ ଯିବା ପାଇଁ ଯୋଜନା କରିପାରନ୍ତି। ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୩ ।

ବୃଷ : ଆପଣଙ୍କୁ କୌଣସି ଭଲ ସୁଯୋଗ ମିଳିପାରେ। ମନରେ ଧାର୍ମିକ ଭାବନା ଉଦୟ ହେବ। ବିବାହିତ ଲୋକଙ୍କୁ ଶୁଭ ସମାଚାର ମିଳିବ। ଖୋଲା ମନ ନେଇ କାମ କରି ସମ୍ମାନିତ ହେବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୭ ।

ମିଥୁନ : ପୁରୁଣା କଥାକୁ ନେଇ ଟିକେ ଚିନ୍ତିତ ରହିପାରନ୍ତି। ଜୀବନସାଥୀଙ୍କ ପରାମର୍ଶ କାମରେ ଆସିବ। ବାହନ ସାବଧାନତାର ସହ ଚଳାନ୍ତୁ। ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୪ ।

କର୍କଟ : ବେପାରରେ ଲାଭର ଯୋଗ ରହିଛି। ବନ୍ଧୁଙ୍କ ସହିତ ସାକ୍ଷାତ୍‌ ଆଲୋଚନା ହେବ।ପରିବାରରେ ସୁଖ ଶାନ୍ତି ବଢ଼ିବ। ଛାତ୍ରଙ୍କୁ ଲେଖାପଢ଼ାରେ ସଫଳତା ମିଳିବ। ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୬ ।

ସି˚ହ : ନୂଆ ଉତ୍ସରୁ ଧନଲାଭ ହେବ। ସାମାଜିକ କାର୍ଯ୍ୟରେ ଅ˚ଶ ଗ୍ରହଣ କରିବେ। ଆପଣଙ୍କୁ ଖୁସି ଖବର ମଳିବ। ପ୍ରେମରେ ସଫଳତା ମିଳିବ। ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୮ ।

କନ୍ୟା : ଆପଣଙ୍କ ବ୍ୟବହାରରେ ଅନ୍ୟ ଲୋକମାନେ ପ୍ରସନ୍ନ ରହିବେ। ଦିନଟି ଆତ୍ମବିଶ୍ବାସଭରା ରହିବ। ବ୍ୟବସାୟ‌େର ଲାଭ ହୋଇପାରେ। ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୧ ।

ତୁଳା : ସରକାରୀ କାମରେ ସଫଳତା ମିଳିପାରେ। ଆପଣଙ୍କ ଉଦାର ସ୍ବଭାବ ଲୋକମାନଙ୍କୁ ପ୍ରଭାବିତ କରିବ। ପରିବାରର ସ୍ଥିତି ଠିକ୍‌ ରହିବ। ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୩ ।

ବିଛା : ଧନଲାଭର ନୂଆ ମାର୍ଗ ଖୋଲିବ। ଆପଣଙ୍କ କାମ ସମୟ ପୂର୍ବରୁ ପୂରା କରିନେବେ। ସପରିବାର ମନ୍ଦିର ଯାଇ ଠାକୁର ଦର୍ଶନ କରିବେ। ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୫ ।

ଧନୁ : ଅବିରତ ପ୍ରୟାସରେ ସଫଳତା ପାଇବେ। ଆର୍ଥିକ ସ୍ଥିତି ସୁଧୁରିବ। ଅଫିସରେ ସନ୍ତୁଷ୍ଟ ରହିବେ। ବନ୍ଧୁବର୍ଗଙ୍କ ସହିତ ସମ୍ବନ୍ଧ ଉତ୍ତମ ରହିବ। ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୨ ।

ମକର : ନୂଆ ଯୋଜନା ପ୍ରସ୍ତୁତ କରିବେ। ବେପାରୀଙ୍କ ଲାଗି ଦିନଟି ଭଲ। ଅଫିସରେ ନିଜର କାମ ସୁରୁଖୁରୁରେ କରିବେ। ପାରିବାରିକ ଜୀବନ ସୁଖମୟ ହେବ। ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୯ ।

କୁମ୍ଭ : ଜରୁରୀ କାମ କରିବା ପୂର୍ବରୁ ବଡ଼ଙ୍କ ଅନୁମତି ନିଅନ୍ତୁ। ଉଚ୍ଚ ଅଧିକାରୀଙ୍କ ସହିତ ଭଲ ସମ୍ବନ୍ଧ ବଜାୟ ରଖନ୍ତୁ। ସ୍ବାସ୍ଥ୍ୟରେ ସମସ୍ୟା ଦେଖାଦେଇପାରେ। ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୬ ।

ମୀନ : କୌଣସି କାମରେ ଭାଇଭଉଣୀଙ୍କର ସହଯୋଗ ପାଇବେ। ସାମାଜିକ ଜୀବନ ସବୁ ଦୃଷ୍ଟିରୁ ଭଲ ରହିବ। ନୂଆ ଚାକିରି ମିଳିବାର ଯୋଗ ରହିଛି। ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୫ ।

Comments are closed.