ଆଜିର ରାଶିଫଳ (ଗୁରୁବାର)

ତା : ୧୩ / ୮ / ୨୦୨୦

ମେଷ : ଦୀର୍ଘ ଦିନରୁ ଲାଗିରହିଥିବା ଚିନ୍ତା ଦୂର ହେବ। ବ୍ୟବସାୟରେ ଉନ୍ନତିର ପାହାଚ ଚଢ଼ିବା ଆରମ୍ଭ କରିବେ। ଘରେ ସୁଖଦ ବାତାବରଣ ରହିବ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୩ ।

ବୃଷ : ଶରୀର ସୁସ୍ଥ ରହିବା ହେତୁ ମନ ପ୍ରସନ୍ନ ରହିବ। ବଡ଼ କ˚ପାନି ସହିତ ବ୍ୟବସାୟର ସୁଯୋଗ ମିଳିବ। ସାହିତ୍ୟିକଙ୍କୁ ଖୁସି ଖବର ମିଳିବ। ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୬ ।

ମିଥୁନ : ମନରେ ନୂତନ ସକାରାତ୍ମକ ଶକ୍ତି ଅନୁଭବ କରିବେ। କ୍ୟାରିୟର ଗଢ଼ିବା ପାଇଁ ଭଲ ସୁଯୋଗ ମିଳିବ। ବ୍ୟବସାୟରେ ଆଶାଠୁଁ ଅଧିକ ଲାଭ ପାଇବେ। ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୯ ।

କର୍କଟ : ବଡ଼ ନିଷ୍ପତ୍ତି ନେଇ ଜୀବନସାଥୀଙ୍କ ସମର୍ଥନ ପାଇବେ। ଉତ୍ସାହର ସହିତ ସବୁ କାମ କରିବେ। କୌଣସି ବଡ଼ କ˚ପାନିରେ ଚାକିରିର ସୁଯୋଗ ଆସିବ। ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୮ ।

ସି˚ହ : ଦିନଟି ଆପଣଙ୍କ ପାଇଁ ଉତ୍ତମ। ପରିସ୍ଥିତି ଆପଣଙ୍କ ସପକ୍ଷରେ ରହିବ। ସମାଜରେ ମାନ ସମ୍ମାନ ପାଇବେ। ଅଫିସରେ ସ୍ଥଗିତ କାମ ସ˚ପୂର୍ଣ୍ଣ ହୋଇପାରେ । ଶୁଭ ରଙ୍ଗ ଗ୍ରୀନ୍ । ଶୁୃଭ ଅଙ୍କ ୬ ।

କନ୍ୟା : ରାଜନୀତିରେ ସଫଳତା ଆଡ଼କୁ ଅଗ୍ରସର ହେବେ । ବନ୍ଧୁଙ୍କ ସୌଜନ୍ୟରୁ କୌଣସି କାର୍ଯ୍ୟ ପୂରା ହେବ। ଛାତ୍ରଙ୍କୁ ପରୀକ୍ଷାରେ ଭଲ ପରିଣାମ ମିଳିବ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୫ ।

ତୁଳା : ଯୋଜନାରେ ଥିବା ସବୁ କାମ ସହଜରେ ପୂରା ହୋଇଯିବ। ଆର୍ଥିକ ସ୍ଥିତିରେ ଉନ୍ନତି ହେବ। ଉପରିସ୍ଥ କର୍ମଚାରୀ ଆପଣଙ୍କୁ ନୂଆ ଦାୟିତ୍ବ ଅର୍ପଣ କରିବେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୨ ।

ବିଛା : ଆପଣଙ୍କୁ ମହତ୍ତ୍ବପୂର୍ଣ୍ଣ ବ୍ୟକ୍ତିଙ୍କ ଠାରୁ ପ୍ରେରଣା ମିଳିପାରେ। ଶତ୍ରୁଙ୍କ ଉପରେ ବିଜୟ ଲାଭ କରିବେ। ଛାତ୍ରଛାତ୍ରୀଙ୍କୁ ପରିଶ୍ରମର ସୁଫଳ ମିଳିବ। ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୬ ।

ଧନୁ : ଆଧୢାତ୍ମିକ ଭାବନାରେ ସମୟ ବିତିବ। ବ୍ୟବସାୟ କାମ ପାଇଁ ଦୂର ସ୍ଥାନକୁ ଯିବେ। ଜୀବନସାଥୀ ଆପଣଙ୍କ ପ୍ରତି ଦୟାଶୀଳ ରହିବେ। ଭାବିଚିନ୍ତି ଖର୍ଚ୍ଚ କରନ୍ତୁ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୮ ।

ମକର : କୌଣସି କାମରେ ଭାଇ ଭଉଣୀଙ୍କର ସହଯୋଗ ପାଇବେ। ପୁଞ୍ଜି ବଜାରରେ ନିବେଶ ପୂର୍ବରୁ ଅଭିଜ୍ଞଙ୍କ ପରାମର୍ଶ ନିଅନ୍ତୁ। ପାରିବାରିକ ଜୀବନ ସୁଖମୟ ହେବ। ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୩ ।

କୁମ୍ଭ : ଲକ୍ଷ୍ୟ ସ୍ଥଳର ନିକଟତର ହେବେ। ବନ୍ଧୁଙ୍କ ବଦାନ୍ୟତା ଯୋଗୁଁ ଆଶା ପୂରଣ ହେବ। ବୈବାହିକ ଜୀବନରେ ମନର ଆବେଗ ହ୍ରାସ ପାଇବ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୫ ।

ମୀନ : ଗୁରୁଜନଙ୍କ ପ୍ରତି ମନରେ ପ୍ରେମଭାବ ବଜାୟ ରହିବ। ପୁସ୍ତକ ବ୍ୟବସାୟୀଙ୍କ ଲାଗି ଦିନଟି ଭଲ ରହିବ। ଦାମ୍ପତ୍ୟ ଜୀବନରେ ନିବିଡ଼ତା ବଜାୟ ରହିବ । ଶୁଭ ରଙ୍ଗ ଗ୍ରୀନ୍ । ଶୁୃଭ ଅଙ୍କ ୬ ।

Comments are closed.