ରାଜ୍ୟରେ ଆଜି ୧୦ ମୁଣ୍ଡ ନେଲା କରୋନା

ଭୁବନେଶ୍ଵର, ୨/୮ : ରାଜ୍ୟରେ ଆଜି ପୁଣି ୧୦ ମୁଣ୍ଡ ନେଇଛି ମହାମାରୀ କରୋନା । ମୃତ୍ୟୁ ବରଣ କରିଥିବା ୧୦ ଜଣଙ୍କୁ ମିଶାଇ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୯୭ରେ ପହଞ୍ଚିଛି ।

ମୃତ୍ୟୁବରଣ କରିଥିବା ୧୦ ଜଣଙ୍କ ମଧ୍ୟରେ ଗଞ୍ଜାମରୁ ସର୍ବାଧିକ ୪, ଖୋର୍ଦ୍ଧାରେ ୩ , ଯାଜପୁର, କଳାହାଣ୍ଡି ଓ ସୁନ୍ଦରଗଡ଼ରେ ଜଣେ ଲେଖାଏଁ ରହିଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Comments are closed.